The Ultimate Managed Hosting Platform
ADVERTISEMENT

ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ପାଇଁ ସମସ୍ତ ଜିଲ୍ଲାରେ ଗଠନ ହେଲା ସ୍ୱତନ୍ତ୍ର ସ୍କ୍ୱାର୍ଡ

Facebook
Twitter
LinkedIn

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ପାଇଁ ରାଜ୍ୟର ସମସ୍ତ ଜିଲ୍ଲାରେ ଏକ ସ୍ୱତନ୍ତ୍ର ସ୍କ୍ୱାର୍ଡ଼ ଗଠନ କରାଯାଇଛି । ଏପରିକି ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ଜୋରଦାର କରାଯିବାକୁ ମଧ୍ୟ ନିସ୍ପତ୍ତି ହୋଇଛି । ଏନେଇ ରାଜ୍ୟ ଅବକାରୀ ବିଭାଗର ଡେପୁଟି କସିଶନର ରାମଚନ୍ଦ୍ର ପାଲଟା ଆଜି ଏକ ପ୍ରେସ୍‌ମିଟ୍ କରି ସୂଚନା ଦେଇଛନ୍ତି ।

ତେବେ ରାଜ୍ୟରେ ନିଶା କାରବାର ରୋକିବା ନେଇ ବର୍ଡର ପୋଷ୍ଟ ଚେକ୍ କରାଯାଉଛି । ଏ ନେଇ ଖବର ପାଇଲେ ଟୋଲ୍ ଫ୍ରି ନମ୍ବର ୧୮୦୦୩୪୫୬୭୧୩ ରେ ଲୋକମାନେ ଅଭିଯୋଗ ମଧ୍ୟ କରିପାରିବେ । ଏଥି ସହ ଭୋଟ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ରାଜ୍ୟର ସମସ୍ତ ମଦ ଦୋକାନ ବନ୍ଦ କରାଯିବାକୁ ଅବକାରୀ ବିଭାଗର ଡେପୁଟି କମିଶନର ନିର୍ଦ୍ଦେଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ନୂଆଦିଲ୍ଲୀ : ଆସନ୍ତାକାଲି ଇଣ୍ଟର ନ୍ୟାସନାଲ ସ୍ପେସ ଷ୍ଟେସନକୁ ଯିବେ ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା । ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କୁ ପୃଥିବୀକୁ ଆଣିଥିବା...

Login