The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପ୍ରକାଶ ପାଇଲା ରାଜ୍ୟ ଜିଲ୍ଲା ପରିଷଦ ସଭାପତି ତାଲିକା

Facebook
Twitter
LinkedIn

ଭୁବନେଶ୍ୱର: ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ତାଲିକା । ଏଥିରେ କେବଳ ମହିଳାଙ୍କ ପାଇଁ ୮ଟି ଜିଲ୍ଲା ସଂରକ୍ଷିତ ଥିବା ବେଳେ ୫୦ ପ୍ରତିଶତ ଅର୍ଥାତ ୧୫ଟି ଜିଲ୍ଲାରେ ମହିଳାମାନେ ସଭାପତି ପଦରେ ବସିବେ । ୧୦ଟି ଜିଲ୍ଲାରେ ଅଣସଂରକ୍ଷିତ ରହିଛି ଆସନ । ୭ଟି ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ପାଇଁ ସଂରକ୍ଷିତ ରହିଛି । ପୂର୍ବରୁ ସଂରକ୍ଷଣ ତାଲିକାରୁ ପଛୁଆ ଜାତି ସଂରକ୍ଷଣ ହଟିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହା ପରେ ପଞ୍ଚାୟତି ରାଜ ବିଭାଗ ପକ୍ଷରୁ ସଂରକ୍ଷଣ ତାଲିକା ବାଦ ଦିଆଯାଉଥିଲା। ଏହାପରେ ପଞ୍ଚାୟତି ନିର୍ବାଚନ ତାଲିକାରୁ ଓବିସି ସଂରକ୍ଷଣ ତାଲିକାକୁ ବାଦ ଦିଆଯାଇଥିଲା । ଜାନୁଆରୀ ୭ ତାରିଖରେ ପଞ୍ଚାୟତ ନିର୍ବାଚନର ଚୂଡାନ୍ତ ତାଲିକା ପ୍ରକାଶ ପାଇଥିବାବେଳେ ଜିଲ୍ଲା ପରିଷଦ ସଭ୍ୟ ଆସନକୁ ନେଇ ମଧ୍ୟ ଚୂଡ଼ାନ୍ତ ନିଷତ୍ତି ପ୍ରକାଶ ପାଇଛି ।

କେନ୍ଦ୍ରାପଡ଼ା, ବୌଦ୍ଧ ଓ ଯାଜପୁରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ଥିବା ବେଳେ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ ଅନୁସୂଚିତ ଜନଜାତିର ମହିଳାଙ୍କ ପାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି । ଅନୁଗୁଳ, କଟକ, କଳାହାଣ୍ଡି, କେନ୍ଦୁଝର, ଗଜପତି, ଦେବଗଡ଼, ନୟାଗଡ଼, ବରଗଡ଼, ବାଲେଶ୍ବର ଓ ସୋନପୁର ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login