The Ultimate Managed Hosting Platform
ADVERTISEMENT

Subhadra Yojana : ଆସନ୍ତା ୧୮ ସୁଦ୍ଧା ସୁଭଦ୍ରା ଟଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳାଙ୍କୁ ମିଳିବ ଟଙ୍କା । ୧ମ କିସ୍ତି ପାଇବେ ନୂଆ ୧ ଲକ୍ଷ ୭୮ ହଜାର ୩୯୮ ମହିଳା । ୧ମ ଓ ୨ୟ କିସ୍ତିରୁ ବାଦ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ ବି ପାଇବେ । ବାଦ ପଡିଥିବା ମହିଳା ଏକାଥରକେ ୨ଟି କିସ୍ତି ପାଇବେ । ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀ ସାମିଲ । ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login