The Ultimate Managed Hosting Platform
ADVERTISEMENT

subhadra yojana ; ଜାନୁଆରୀ ଶେଷ ସୁଦ୍ଧା ମିଳି ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ : ଉପମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ । ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଅପଡେଟ ଦେଇଛନ୍ତି । ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ କିମ୍ଭା ଅପ୍ଟ ଇନ କଲେ ଯୋଜନାରେ ସାମିଲ ହୋଇ ପାରିବେ ହିତାଧିକାରୀ । କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି ବୋଲି ପ୍ରଭାତୀ ପରିଡା କହିଛନ୍ତି । ଏହା ମଧ୍ୟ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପଟ୍ ଆଉଟ ହୋଇଥିବା ୧୭ ହଜାର ମହିଳା ପୁଣିଥରେ ସୁଭଦ୍ରାରେ ମିଶିଛନ୍ତି । ସମୁଦାୟ ୩୧ ହଜାର ଅପଟ ଆଉଟ୍ ହୋଇଥିଲେ । ବର୍ତ୍ତମାନ୧୭ ହଜାର ପୁନଃ ସାମଲ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ମହିଳା କେଓ୍ବାଇସି ଅପଡେଟ୍ କରିନାହାନ୍ତି । ଚତୁର୍ଥ ପର୍ୟ୍ୟାୟ ପୂର୍ବରୁ କେଓ୍ବାଇସି ଅପଡେଟ୍ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login