The Ultimate Managed Hosting Platform
ADVERTISEMENT

୯ ରେ ବିଧାନସଭା ଘେରାଉ କରିବ ବିଜେପି ଯୁବ ମୋର୍ଚ୍ଚା

Facebook
Twitter
LinkedIn

ଚଳିତ ବିଧାନସଭା ଶୀତ ଅଧୀବେସନ ଦିର୍ଘ ୭ ଦିନ ହେଲା ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଚାଲିପାରୁନଥିବା ବେଳେ, ପୁଣି ଆସନ୍ତା ଡିସେମ୍ବର ୯ରେ ବିଜେପି ଯୁବମୁର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ କରାଯିବାକୁ ଘୋଷଣା କରିଛନ୍ତି ରାଜ୍ୟ ବିଜେପି ଯୁବ ମୁର୍ଚ୍ଚାର ସଭାପତି ଇରାଶିଷ ଆଚାର୍ଯ୍ୟ ।

ସେ କହିଛନ୍ତି ଯେ, ଶିକ୍ଷୟିତ୍ରୀ ମାମିତା ମେହେରଙ୍କ ନ୍ୟାୟଦାବିରେ ଏହି ଅନ୍ଦୋଳନ କରାଯିବ । ଏଥିରେ ଓଡ଼ିଶାର କୋଣ ଅନୁକୋଣରୁ ହଜାର ହଜାର ଯୁବ ବିଜେପି କର୍ମୀ ଯୋଗ ଦେବେ । ଯେ ପର୍ଯ୍ୟନ୍ତ ସରକାର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର କରି ମମିତା ମେହେର ହତ୍ୟା କାଣ୍ଡର ସିବାଆଇ ତଦନ୍ତ ନିର୍ଦ୍ଦେଶ ନଦେଇଛନ୍ତି । ସେତେ ପର୍ଯ୍ୟନ୍ତ ବିଜେପିର ଆନ୍ଦୋଳନ ଜାରି ରଖିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login