The Ultimate Managed Hosting Platform
ADVERTISEMENT

ତଳମୁହାଁ ହେଉଛି କରୋନା;୨୪ ଘଣ୍ଟାରେ ଚିହ୍ନଟ ହେଲେ ୫ହଜାର ୯୦୧ ଆକ୍ରାନ୍ତ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା । ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫ ହଜାର ୯୦୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩ ହଜାର ୪୧୯ ଜଣ ଚିହ୍ନଟ ହୋଇଥିବା ବେଳ, ଲୋକାଲ କେସରେ ୨ ହଜାର ୪୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଅକ୍ରାନ୍ତଙ୍କ ମଧ୍ୟରେ ୭୩୯ ଜଣ ରହିଛନ୍ତି ୧୮ ବର୍ଷରୁ କମ୍ ବର୍ଗର । ତେବେ ଗତ କାଲି ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୪୬୨ ଥିବା ବେଳେ, ଆଜି ତାହା ହ୍ରାସ ପାଇଛି । ଏ ନେଇ ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି ।

ଦୈନିକ ସଂକ୍ରମଣରେ ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୩୦ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରେ ୫୪୫, କଟକରେ ୪୦୨, ବାଲେଶ୍ୱରରେ ୩୦୦ଅନୁଗୁଳରୁ ୯୩ , ବାଲେଶ୍ୱରରୁ ୩୦୦, ବରଗଡ଼ରୁ ୧୦୨, ଭଦ୍ରକରୁ୦୯୬, ବଲାଙ୍ଗିରରୁ ୧୮୪, ବୌଦ୍ଧରୁ ୭୮, କଟକରୁ ୪୦୨, ଦେବଗଡ଼ରୁ ୮୯ , ଢେଙ୍କାନାଳରୁ ୭୩ , ଗଜପତିରୁ ୬୯, ଗଞ୍ଜାମରୁ ୯୫, ଜଗତସିଂହପୁରରୁ ୮୨, ଯାଜପୁରରୁ ୧୯୧, ଝାରସୁଗୁଡ଼ାରୁ ୬୩, କଳାହାଣ୍ଡିରୁ ୧୬୮, କନ୍ଧମାଳରୁ ୧୬୮ ଓ କେନ୍ଦ୍ରାପଡ଼ାରୁ ୧୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେବଳ ଏତିକି ନୁହେଁ କେନ୍ଦୁଝରରୁ ୧୨୮, କୋରାପୁଟରୁ ୬୪, ମାଲକାନଗିରିରୁ ୫୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୪୯, ନବରଙ୍ଗପୁରରୁ ୧୧୩ , ନୟାଗଡରୁ ୧୮୦, ନୂଆପଡ଼ାରୁ ୧୮୭, ପୁରୀରୁ ୧୧୭ , ରାୟଗଡ଼ାରୁ ୧୦୧, ସମ୍ବଲପୁରରୁ ୧୩୮, ସୋନପୁରରୁ ୮୬, ସୁନ୍ଦରଗଡରୁ ୫୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୨୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୩୧ ହଜାର ୧୬୯କୁ ବୃଦ୍ଧିପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login