The Ultimate Managed Hosting Platform
ADVERTISEMENT

The cold will ease in the next 2 days : ଆସନ୍ତା ୨ ଦିନରେ କମିବ ଶୀତ

Facebook
Twitter
LinkedIn

ଭୁବନେଶ୍ୱର : ବଢ଼ିବ ତାପମାତ୍ରା, କମିବ ଶୀତ । ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା । ଶୀତ ଦାଉରୁ ରକ୍ଷା ପାଇବେ ରାଜ୍ୟବାସୀ । ଆସନ୍ତା ୨୪ ଘଣ୍ଟା କଟକ, ଖୋର୍ଦ୍ଧା, ଜଗତସିଂହପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ଜାରି ରହିବାର ସମ୍ଭବନା ରହିଛି । ଶୀତ ଲହରୀକୁ ନେଇ ଆସନ୍ତା ଦୁଇ ଦିନ ପାଇଁ ରାଜ୍ୟରେ ୱାଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଘନ କୁହୁଡିର ସମ୍ଭବନା ନଥିବା ବେଳେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଯିବ । ଜି. ଉଦୟଗିରିରେ ୩.୨ ଡିଗ୍ରୀ ସେଲସିଅସ୍ ରେକର୍ଡ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login