The Ultimate Managed Hosting Platform
ADVERTISEMENT

ଆଜି ଜଣକୁ ମିଶାଇ କରୋନାରେ ମୃତ୍ୟୁ ସଂଖ୍ୟା ୮୪୪୦ କୁ ବୃଦ୍ଧି

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୮୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୨୪୬୪୮୩୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login