The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଜାନୁଆରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଅଫଲାଇନ୍ ପାଠପଢ଼ା ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର:ମହାମାରୀ କରୋନା ପାଇଁ ଦୀର୍ଘ ଦିନ ଧରି ସ୍ମୁଲରେ ଅଫଲାଇନ୍ ପାଠପଢ଼ା ବନ୍ଦ ଥିବା ବେଳେ ଛାତ୍ରଛାତ୍ରୀମାନେ ଅନଲାଇନ୍‌ରେ ପାଠ ପଢ଼ୁଥିଲେ । ପର୍ଯ୍ୟାୟ କ୍ରମେ ସ୍କୁଲରେ ଅଫଲାଇନ୍ ପାଠପଢ଼ା ଆରମ୍ଭ ହୋଇଛି । ଏହା ସହିତ ଆସନ୍ତା ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଅଫଲାଇନ୍ ପାଠପଢ଼ା ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦଶ ସୂଚନା ଦେଇଛନ୍ତି ।

ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି ଯେ, ନୋଡାଲ ଅଫିସରମାନେ ଜିଲ୍ଲା ବୁଲି ଏନେଇ ତର୍ଯ୍ୟମା କରିବା ସହିତ ଡିଇଓ ଓ ବିଇଓଙ୍କ ସହ ସଚିବ ବୈଠକ କରୁଛନ୍ତି । ତେବେ ସ୍କୁଲ ପରିସର ସ୍ୱଚ୍ଛ ରଖାଯାଇଛି । ପିଲାମାନଙ୍କୁ ଗହଳିରୁ ଦୂରେଇ ରଖାଯିବାକୁ ମଧ୍ୟ ବ୍ୟବସ୍ଥା କରାଯାଇଛି । ୨୦୨୨ ରେ ପରୀକ୍ଷା ଠିକ ସମୟରେ ହେବ ବୋଲି ସେ ସ୍ପଷ୍ଟ ସୂଚନା ଦେଇଛନ୍ତି । ତେଣୁ ଯେଉଁ ଛାତ୍ରଛାତ୍ରୀମାନେ ଚାହିଁବେ ଅନଲାଇନରେ ମଧ୍ୟ ପାଠ ପଢ଼ି ପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login