The Ultimate Managed Hosting Platform
ADVERTISEMENT

ଆଜି ବସିବ ୨୦୨୧ର ଶେଷ କ୍ୟାବିନେଟ ବୈଠକ

Facebook
Twitter
LinkedIn

ଭୁୁବନେଶ୍ୱର: ଆଜି ବସିବ ୨୦୨୧ର ଶେଷ କ୍ୟାବିନେଟ ବୈଠକ । ଅପରାହ୍ନ ୧୨ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି କ୍ୟାବିନେଟ୍ ବୈଠକ । ଏଥିରେ ଉଚ୍ଚଶିକ୍ଷା, ସ୍କୁଲ ଓ ଗଣଶିକ୍ଷା, ସ୍ୱାସ୍ଥ୍ୟ, ପଞ୍ଚାୟତିରାଜ ଓ ନଗର ଉନ୍ନୟନ ଭଳି ବଭାଗର ଏଜେଣ୍ଡାକୁ ମିଳିବ ମଞ୍ଜୁରୀ । ଅନୁଦାନ ପ୍ରାପ୍ତ ସ୍କୁଲ ଓ ୂକଲେଜର କର୍ମଚାରୀଙ୍କୁ ସପ୍ତମ ବେତନ କମିଶନ ଦରମା ମିଳିବା ନେଇ କ୍ୟାବିନେଟ୍ ମୋହର ମାରିବାର ସମ୍ଭାବନା ରହିଛି । ଏଥି ସହ କିଛି ସର୍ଭିସ କ୍ୟାଡର ପୁନର୍ଗଠନକୁ ବୈଠକରେ ମଞ୍ଜୁରୀ ମିଳିବାର ମଧ୍ୟ ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login