May 16, 2024 3:45 am

The Ultimate Managed Hosting Platform
ADVERTISEMENT

ବିଳମ୍ବିତ ରାତିରେ ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଘରୁ ଲକ୍ଷାଧିକ ଟଙ୍କା ସୁନା ଲୁଟି ନେଲେ ଦୁର୍ବୃତ୍ତ

Facebook
Twitter
LinkedIn

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଘର ଗ୍ରିଲ ଭାଙ୍ଗି ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଲେ ଦୁର୍ବୃତ୍ତ । ଏ ନେଇ ଅରିନ୍ଦମଙ୍କ ଦାଦା ତୁରୁମୁଙ୍ଗା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି ।

ସୂଚନାନୁଯାୟୀ, ବୁଧବାର ବିଳମ୍ବିତ ରାତିିରେ କିଛି ଦୁର୍ବୃତ୍ତ ପାଟଣା ସ୍ଥିତ ଅରିନ୍ଦମଙ୍କ ପୈତୃକ ଘରେ ତାଙ୍କ ଦାଦା ଓ ଖୁଡ଼ି ଶୋଇଥିବା ବେଳେ ଘରର ଝରକା ଗ୍ରିଲ ଓ ଆଲମାରି ତାଡ଼ି ଟଙ୍କା ଏବଂ ସୁନା ଅଳଙ୍କାର ଲୁଟି ନେଇଛନ୍ତି । ଏ ନେଇ ଥାନାରେ ଅଭିଯୋଗ କରିବା ପରେ ତୁରୁମୁଙ୍ଗା ଥାନା ପୋଲିସ୍ ଏହି ମାମଲା ଆଧାରରେ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login