The Ultimate Managed Hosting Platform
ADVERTISEMENT

ରାଜ୍ୟରେ ୨ ହଜାରକୁ ଖସିଲା ଦୈନିକ ସଂକ୍ରମଣ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ଦୈନିକ ସଂକ୍ରମଣ ସଂଖ୍ୟା । ଗତ କାଲି ଆକ୍ରନ୍ତଙ୍କ ସଂଖ୍ୟା ୩ ହଜାର ୬୨୯ ଥିଲା । ଆଜି ତାହା କମି ଥିବା ଦେଖିବାକୁ ମିଳିଛି । ତେବେ ଗତ ୨୪ ଘଣ୍ଟାରେ ୨ ହଜାର ୬୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧ ହଜାର ୫୬୮ଜଣ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସରେ ୧ ହଜାର ୧୨୯ ଜଣ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୪୫୩ ଜଣ ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତ ରହିଛନ୍ତି । ଏଥି ସହ ରାଜ୍ୟରେ ୨୪ ଘଣ୍ଟାରେ ୭ ହଜାର ୪୮୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ତେବେ ଏହି ଆକ୍ରନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୫୫, ବାଲେଶ୍ୱରରୁ ୭୩, ବରଗଡ଼ରୁ ୫୩, ଭଦ୍ରକରୁ ୪୮, ବଲାଙ୍ଗୀରରୁ ୯୮, ବୌଦ୍ଧରୁ ୪୮, କଟକରୁ ୧୩୮, ଦେଓଗଡ଼ରୁ ୩୯, ଢେଙ୍କାନାଳରୁ ୪୦, ଗଜପତିରୁ ୫୯, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭, ଯାଜପୁରରୁ ୧୨୭, ଝାରସୁଗୁଡ଼ାରୁ ୩୬, କଳାହାଣ୍ଡିରୁ ୯୫, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୪୦, କେନ୍ଦୁଝରରୁ ୪୪, କୋରାପୁଟରୁ ୪୧, ମାଲକାନଗିରିରୁ ୧୮, ମୟୁରଭଞ୍ଜରୁ ୧୨୮, ନବରଙ୍ଗପୁରରୁ ୭୫, ନୟାଗଡ଼ରୁ ୯୬, ନୂଆପଡ଼ାରୁ ୫୫, ପୁରୀରୁ ୬୩, ରାୟଗଡ଼ାରୁ ୮୫, ସମ୍ବଲପୁରରୁ ୮୫, ସୋନପୁରରୁ ୨୯, ସୁନ୍ଦରଗଡ଼ରୁ ୨୯୧ ଓ ଷ୍ଟେଟ ପୁଲରୁ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୨ ହଜାର ୧୦୨କୁ ବୃଦ୍ଧି ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login