The Ultimate Managed Hosting Platform
ADVERTISEMENT

ବଢ଼ୁଛି ସଂକ୍ରମଣ ଦିନକରେ ୭୦୭୧ ପଜିଟିଭ୍ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି ସଂକ୍ରମଣ । ଦିନକରେ ୭ ହଜାର ୭୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରେ କ୍ୱାରେଣ୍ଟାଇନ୍‌ରୁ ୪୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସରେ ୨୯୪୩ ଜଣ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ସଂକ୍ରମିତ ସଂଖ୍ୟାରେ ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ୨୨୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫୦୫, ଅନୁଗୋଳରୁ ୮୩, ବାଲେଶ୍ୱରରୁ ୧୯୮, ବରଗଡ଼ରୁ ୮୫, ଭଦ୍ରକ ୫୪ ଓ ବଲାଙ୍ଗୀରରୁ ୧୯୦ ଜଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୮୨,୭୬୯ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୭,୦୩୧ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍ କେସ୍-୨୭,୨୧୬ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login