May 16, 2024 4:03 am

The Ultimate Managed Hosting Platform
ADVERTISEMENT

ଭୂକମ୍ପରେ ଥରହର ହେଲା ନବରଙ୍ଗପୁର ଓ କଳାହାଣ୍ଡି

Facebook
Twitter
LinkedIn

ନବରଙ୍ଗପୁର: ଭୂକମ୍ପରେ ଥରହର ହେଲା ନବରଙ୍ଗପୁର ଓ କଳାହାଣ୍ଡି । ୬ରୁ ୭ ସେକେଣ୍ଡ ଯାଏ ଅନୁଭୂତ ହୋଇଥିଲା ଏହି ଭୂକମ୍ପ । ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ଥିବା ରେକର୍ଡ଼ କରାଯାଇଛି । ତେବେ ନବରଙ୍ଗପୁର ଉମରକୋଟ, ଚନ୍ଦାହାଣ୍ଡି ଓ ଝରିଗାଁ ଅଞ୍ଚଳରେ ଏହି ମୃଦୁ ଭୂକମ୍ପର ପ୍ରଭାବ ଦେଖିବାକୁ ମିଳିଥିବା ବେଳେ, ଏଯାବତ୍ ଭୂକମ୍ପର କେନ୍ଦ୍ରସ୍ଥଳୀ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭିତ ଥିବା ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login