The Ultimate Managed Hosting Platform
ADVERTISEMENT

ଗାଉଡଲାଇନ୍ ମଧ୍ୟରେ ଖୋଲିଲା ଶ୍ରୀମନ୍ଦିର; ଜଗା ଦର୍ଶନ କଲେ ଶ୍ରଦ୍ଧାଳୁ.

Facebook
Twitter
LinkedIn

ପୁରୀ: ରାଜ୍ୟରେ ମହାମାରୀ କରୋନାର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ଥିବା ବେଳେ ଆଜି ଖୋଲା ଯାଇଛି । ଗତ ଜାନୁଆରୀ ୧୦ ତାରିଖରେ ଶ୍ରମନ୍ଦିର ବନ୍ଦ କରାଯାଇଥିଲା । ଯାହାକି ଦୀର୍ଘ ୩ ସପ୍ତାହ ଧରି ବନ୍ଦ ହେବା ପରେ ଆଜି ପ୍ରହା ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ ।

ତେବେ ପୂର୍ବଭଳି ଶ୍ରଦ୍ଧାଳୁଙ୍କୁ କୋଭିଡ୍ ଗାଇଡଲାଇନ ମାନି ଜଗା ଦର୍ଶନ ପାଇଁ ନିର୍ଦ୍ଦେଶ ରହିଛି । ଶ୍ରଦ୍ଧାଳୁମାନେ ଦୁଇଟି ଡୋଜ୍ ଟିକାର ପ୍ରମାଣପତ୍ର କିମ୍ବା ଆରଟିପିସିଆର୍ ଟେଷ୍ଟ ରିପୋର୍ଟ ଦେଖାଇ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଛି । ତେବେ ଭକ୍ତଙ୍କ ପାଇଁ ସିଂହ ଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଥିବା ବେଳେ, ମନ୍ଦିର ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଖୋଲା ରହିବ । ଏଥି ସହ ସାନିଟାଇଜେସନ୍ ପାଇଁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login