The Ultimate Managed Hosting Platform
ADVERTISEMENT

୬ ମାସ ବଢ଼ିଲା ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି ହେଇଛି । ୧୯୮୬ ବ୍ୟାଚର ଏହି ଆଇଏଏସ୍ ଅଧିକାରୀଙ୍କ କାର୍ଯ୍ୟକାଳ ଆସନ୍ତା ଫେବୃଆରୀ ୨୮ତାରିଖରେ ସମାପ୍ତ ହେବାର ଥିଲା । କିନ୍ତୁ କୋଭିଡ୍ ପରିଚାଳନାରେ ତାଙ୍କର ଦକ୍ଷତା ରହିଥିବାରୁ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ । ତେବେ ରାଜ୍ୟ ସରକାରଙ୍କ ଅନୁରୋଧକ କ୍ରମେ କେନ୍ଦ୍ର ସରକାର ସୁରେଶଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି କରିଛନ୍ତି ।

୧୯୮୬ ବ୍ୟାଚର ଏହି ଆଇଏଏସ୍ ଅଫିସର ୨୦୨୦ ମସିହା ଡିସେମ୍ବରରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ସେ ଦୀର୍ଘ ବର୍ଷ ଧରି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାର୍ଯ୍ୟ କରିବା ସହ ରାଜ୍ୟ ସରକାରଙ୍କ ଏକାଧିକ ବିଭାଗର ଦାୟିତ୍ୱ ଦକ୍ଷତାର ସହିତ ତୁଲାଇଛନ୍ତି । ତେବେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନ ସହିତ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଏହି ନିସ୍ପତ୍ତି ନେଇଥିବା କୁହାଯାଉଥିବା ବେଳ, ଆଗାମୀ ବଜେଟକୁ ଦୃଷ୍ଟିରେ ରଖି ଏପରି କରାଯାଇଥିବା ନେଇ ମଧ୍ୟ ଚର୍ଚ୍ଚା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login