The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୦ ହଜାର ପାର୍‌

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ମହାମାରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ୫୯ କୁ ବୃଦ୍ଧି ପାଇଛି । ସେଥି ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫ ହଜାର ୮୩୩ ଜଣ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସରେ ୪ ହଜାର ୨୨୬ ଜଣ ନୁଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ରହିଛନ୍ତି ୮୭୨ ଜଣ ।

ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩,୧୮୮ ଜଣ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧,୩୪. କଟକରୁ ୮୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଛନ୍ତି । ସେହିପରି ସମ୍ବଲପୁରରୁ ୫୭୦, ମୟୂରଭଞ୍ଜରୁ ୪୨୩, ବାଲେଶ୍ବରରୁ ୨୭୮, ପୁରୀରୁ ୨୭୨, ଝାରସୁଗୁଡାରୁ ୨୧୯, ବଲାଙ୍ଗୀରରୁ ୨୧୬, ଯାଜପୁରରୁ ୨୧୨, କୋରାପୁଟରୁ ୧୫୫, ଗଞ୍ଜାମରୁ ୧୫୪, ଜଗତସିଂହପୁର ୧୪୨, ଭଦ୍ରକରୁ ୧୩୮, ରାୟଗଡ଼ାରୁ ୧୩୧, କଳାହାଣ୍ଡିରୁ ୧୨୩, ନବରଙ୍ଗପୁରରୁ ୧୨୨, କେନ୍ଦୁଝରରୁ ୧୦୯, ସୋନପୁରରୁ ୧୦୬, ନୟାଗଡ଼ରୁ ୧୦୨, ଗଜପତିରୁ ୮୨, ବରଗଡ଼ରୁ ୭୬, ନୂଆପଡାରୁ ୬୬, କେନ୍ଦ୍ରାପଡାରୁ ୫୧, ଢେଙ୍କାନାଳରୁ ୫୦, ଅନୁଗୁଳରୁ ୪୬, କନ୍ଧମାଳରୁ ୩୬, ଦେବଗଡ଼ରୁ ୧୮, ମାଲକାନଗିରିରୁ ୧୭, ବୌଦ୍ଧରୁ ୧୫ ଓ ଷ୍ଟେଟପୁଲରୁ ୭୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୦୧,୬୦୬ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍ କେସ୍-୪୪,୩୪୯ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login