The Ultimate Managed Hosting Platform
ADVERTISEMENT

ଥାନାରେ ହାଜର ହେଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

Facebook
Twitter
LinkedIn

ବାରିପଦା: ଥାନାରେ ହାଜର ହେଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ଦୁଇ ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟାଳୟକୁ ଡାକି ମାଡ଼ ମାରି ଲହୁ ଲୁହାଣ କରିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ହାଇକୋର୍ଟ କେନ୍ଦ୍ରମନ୍ତ୍ରୀଙ୍କୁ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ । ତେଣୁ ଆଜି ପୂର୍ବାହ୍ନରେ ବାରିପଦା ଟାଉନ୍ ଥାନାରେ ହାଜର ହୋଇଛନ୍ତି ବିଶ୍ୱେଶ୍ୱର । ତେବେ ଏହି ମାମଲାରେ ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ବାରିପଦା ଟାଉନଥାନାର ଆଇ ଆଇସି ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login