The Ultimate Managed Hosting Platform
ADVERTISEMENT

Weather update :୨୫ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା !

Facebook
Twitter
LinkedIn

ଭୁବନେଶ୍ୱର : ୨୫ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । କାଲିଠୁ ପୁଣି ବଢ଼ିବ ବର୍ଷାର ପରିମାଣ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ତେଲଙ୍ଗାନା ପର୍ୟ୍ୟନ୍ତ ବ୍ୟାପିଥିବା ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ଗତକାଲି ରାତିରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ମାରିଥିଲା । ଆଜି ବାଲେଶ୍ବର ଓ ମୟୂରଭଞ୍ଜର କିଛି କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ବିଜୁଳି ଓ ଘଡ଼ଘଡ଼ି ପାଇଁ ବାଲେଶ୍ବର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ୧୧ ଜିଲ୍ଲାରେ ହାଲୁକାକୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login