The Ultimate Managed Hosting Platform
ADVERTISEMENT

worlds largest shivling reaches bihar : ବିହାରରେ ପହଁଚିଲା ବିଶ୍ୱର ସବୁଠୁ ବଡ ଶିବଲିଙ୍ଗ

Facebook
Twitter
LinkedIn

ବିହାର : ତାମିଲନାଡୁ ମହାବଳୀପୁରମରୁ ବିହାର ଗୋପାଳଗଞ୍ଜରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ । ଏହି ଶିବଲିଙ୍ଗର ଲମ୍ବା ୩୩ ଫୁଟ ରହିଥିବା ବେଳେ ଓଜନ ୨୧୦ ମେଟ୍ରିନ ଟନ୍ ରହିଛି । ଏହି ବିଶାଳ ଶିବଲିଙ୍ଗର ସ୍ଥାପନା ୧୭ ଜାନୁଆରୀରେ କେସରିୟାର ପ୍ରଖଣ୍ଡ ସ୍ଥିତ ବିରାଟ ରାମାୟଣ ମନ୍ଦିରରେ ବିଧିବିଧାନରେ ସ୍ଥାପିତ ହେବ । ତାମିଲନାଡୁର ମହାବଳୀପୁରମରୁ ୨୧ ନଭେମ୍ବରରେ ବାହାରିଥିଲା ଶିବଲିଙ୍ଗ । ପାଖାପାଖି ୪୫ ଦିନ ଯାତ୍ରା କରି ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶ ହୋଇ ବିହାରରେ ପହଞ୍ଚିଛି । ଏହି ବିଶାଳ ଶିବଲିଙ୍ଗର ଲମ୍ବ ଏବଂ ପ୍ରସ୍ଥ ୩୩ ଫୁଟ । ଏହାର ଓଜନ ପ୍ରାୟ ୨୧୦ ମେଟ୍ରିକ୍ ଟନ୍ । ଏହି ଶିବଲିଙ୍ଗରେ ୧,୦୦୦ ଛୋଟ ଶିବଲିଙ୍ଗ ଖୋଦିତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login