ଭୁବନେଶ୍ୱର : ଅକ୍ଟୋବର ୪ ଓ ୫ରେ ହେବ ପୋଲିସ ଏସଆଇ ପରୀକ୍ଷା । ଓଏମଆର ସିଟ ଜରିଆରେ ହେବ ଲିଖିତ ପରୀକ୍ଷା । ଏସଆଇ ରାଙ୍କର ସମସ୍ତ ସିପିଏସଇ-୨୦୨୪ ପରୀକ୍ଷା ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପରୀକ୍ଷା ଅନୁଷ୍ଠିତ ହେବ । ଓଡିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି । ସେପ୍ଟେମ୍ବର ୨୦ ପରଠୁ ଡାଉନଲୋଡ କରିପାରିବେ ଆଡମିଟ କାର୍ଡ । ଓଡ଼ିଶା ପୁଲିସ ୱେବସାଇଟ୍ରୁ ପରୀକ୍ଷା କେନ୍ଦ୍ର ଏବଂ ପରୀକ୍ଷା ସୂଚୀ ବିଷୟରେ ସବିଶେଷ ଜାଣିବା ପାଇଁ ସେପ୍ଟମ୍ବର ୨୦ ପରେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିବାକୁ ପରାମର୍ଶ ଦିଆଯାଇଛି।
Views: 116











