The Ultimate Managed Hosting Platform
ADVERTISEMENT

ଅଜଣା ଗାଡି ଧକ୍କାରେ ଯୁବକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ବାଙ୍କୀ : ଅଜଣା ଗାଡି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ଢଂସର ନିକଟରେ ଖୋର୍ଦ୍ଧା-ବାଙ୍କୀ ରାସ୍ତା ରୋକିଲେ ଉତ୍ତ୍ୟକ୍ତ ଲୋକେ । ମୃତକ ହେଲେ ଭୀମସେନ ପ୍ରଧାନ । ଆଶ୍ରମ ପୋଖରୀକୁ ଗାଧୋଇବାକୁ ଗଲା ବେଳେ ହାଇୱା ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଫେରାର ହୋଇଯାଇଛି ଗାଡି । କ୍ଷତିପୂରଣ ଦାବିରେ ବସିଲେ ଶତାଧିକ ଲୋକ । ଫଳରେ ଶହ ଶହ ଗାଡି ଅଟକି ରହିଛି । ପୋଲିସ ପହଞ୍ଚି ବୁଝାସୁଝା କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login