The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଅଗ୍ରାହ୍ୟ

Facebook
Twitter
LinkedIn

ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର । ଭାରତର ଅନ୍ୟ ମନ୍ଦିର ତୁଳନାରେ ମହାପ୍ରଭୁଙ୍କ ମହାପ୍ରସାଦର ପବିତ୍ରତା ଓ ମାନ୍ୟତା ସଂପୂର୍ଣ୍ଣ ଅଲଗା । କିଛି ଦିନ ତଳେ କିଛି ସଂସ୍ଥା ମହାପ୍ରଭୁଙ୍କ ଶୁଖିଲା ଭୋଗ ଓ ମହାପ୍ରସାଦ ଅନଲାଇନରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ ।ମହାପ୍ରସାଦର ପବିତ୍ରତା ଦୃଷ୍ଟି କୋଣରୁ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ରାଜ୍ୟ ସରକାର ଏ ପ୍ରସ୍ତାବରେ ରାଜି ହୋଇନାହାନ୍ତି। କାରଣ ଅନଲାଇନରେ ମହାପ୍ରସାଦ ନିଆଗଲେ, ତାର ପବିତ୍ରତା ଅକ୍ଷୁର୍ଣ୍ଣ ରଖି ପାରିବେ ନାହିଁ ବୋଲି ସନ୍ଦେହ ରହିଛି । ମନ୍ଦିର ପ୍ରଶାସନ ଏବଂ ସରକାର ଅନଲାଇନ ମହାପ୍ରସାଦ ବିକ୍ରିକୁ ନେଇ ସହମତ ନାହାନ୍ତି । ସମସ୍ତ ଭକ୍ତଙ୍କୁ ଅନୁରୋଧ, ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇବାର ସୌଭାଗ୍ୟ ପାଆନ୍ତୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ଭୁବନେଶ୍ୱର : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ...

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ

ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଅଗ୍ରାହ୍ୟ

ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ।...

ADVERTISEMENT
ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା , କହିଲେ ଅବହେଳା ଅକ୍ଷମଣୀୟ

“ଆତ୍ମହତ୍ୟା” କଥା ଶୁଣି ତାଗିଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : "ଆତ୍ମହତ୍ୟା" କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ । ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ତାଗିଦ...

Login