The Ultimate Managed Hosting Platform
ADVERTISEMENT

ଅନିଲ ଅମ୍ବାନୀଙ୍କୁ ଇଡି ସମନ

Facebook
Twitter
LinkedIn

ନୂଆଦିଲ୍ଲୀ : ଇଡି ଜାଲରେ ଅନିଲ ଅମ୍ବାନୀ । ରିଲାୟାନ୍ସ ଗ୍ରୁପର ଏମଡି ଅନିଲ ଅମ୍ବାନୀଙ୍କୁ ଇଡି ସମନ କରିଛି । ୧୭,୦୦୦କୋଟି ଟଙ୍କାର ଋଣ ଠକେଇ ମାମଲାର ପଚରାଉଚରା ପାଇଁ ଇଡି ତାଙ୍କୁ ସମନ କରିଛି । ଅଗଷ୍ଟ ୫ ତାରିଖରେ ନୂଆଦିଲ୍ଲୀରେ ଥିବା ଇଡି ମୁଖ୍ୟାଳୟରେ ହାଜର ହେବାକୁ ତାଙ୍କୁ ନିର୍ଦ୍ଦେଶ ଦେଇଛି ଇଡି । ଏହି ମାମଲାକୁ ନେଇ ଇଡି ପକ୍ଷରୁ ଅନିଲ ଅମ୍ବାନୀଙ୍କ ସହିତ ଜଡିତ ସଂସ୍ଥାଗୁଡିକ ଉପରେ ଚଢାଉ କରାଯାଇଥିଲା ।ଇଡି ରିଲ୍ନ୍ସ ଗ୍ରୁପ୍ ସହିତ ଜଡିତ ଥିବା ୫୦ଟି ସଂସ୍ଥା ଉପରେ ମନି ଲଣ୍ଡରିଂ ନିବାରଣ ଆଇନ ଅଧୀନରେ ୨୫ଜଣ ଲୋକଙ୍କ ଉପରେ ଚଢାଉ କରିଥିଲା । ଗ୍ରୁପର ଅନେକ କମ୍ପାନୀ ୧୦ ହଜାର କୋଟି ଟଙ୍କାରୁ ଅଧିକ ଋଣକୁ ପାଣ୍ଠିକୁ ଅପବ୍ୟବହାର କରି ବିଭିନ୍ନ ପାଣ୍ଠି ଏବଂ ସେଲ୍ ଫାର୍ମକୁ ପଠାଉଥିଲେ ବୋଲି ତଦନ୍ତରୁ ଜଣାପଡିଛି । ୟେସ୍ ବ୍ୟାଙ୍କରୁ ପ୍ରାୟ ୩ ହଜାର କୋଟି ଟଙ୍କା ଋଣ ଠକେଇ କରାଯାଇଛି ବୋଲି ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login