The Ultimate Managed Hosting Platform
ADVERTISEMENT

ଅନୁଗୁଳରେ ଗୁଳିମାଡ, ଜଣେ ଗୁରୁତର

Facebook
Twitter
LinkedIn

ଅନୁଗୁଳ : ଅନୁଗୁଳରେ ଗୁଳିମାଡ । ଶିକ୍ଷକପଡା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ । ଗୁଳିମାଡ଼ରେ ଭବାନୀ ଶଙ୍କର ପ୍ରଧାନ ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଅନ୍ୟ ଜଣେ ମଧ୍ୟ ଆହତ ହୋଇଛନ୍ତି । ଗତକାଲି ରାତିରେ ଭବାନୀ ଶଙ୍କର ଇକୋ ପାର୍କ ସମ୍ମୁଖରେ ଛିଡା ହୋଇଥିବା ବେଳେ ୩ ଜଣ ଦୁର୍ବୃତ୍ତ ମୋଟରସାଇକେଲରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ । ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login