The Ultimate Managed Hosting Platform
ADVERTISEMENT

ଅବପାତରେ ପରିଣତ ହେଲା ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହେଲା । ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗର ସୂଚନା । ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇପାରେ । ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ।ବର୍ଷା ୧୭ ତାରିଖ ଯାଏଁ ଲାଗିରହିବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଜୁଆରିଆ ରହିବା ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିରତକୁ ଯିବାକୁ ସତର୍କ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login