The Ultimate Managed Hosting Platform
ADVERTISEMENT

ଅଭିନେତା ସାଧୁ ମେହେରଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ସାଧୁ ମେହେରଙ୍କ ପରଲୋକ । ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ । ପରଲୋକ ନେଇ ନିଦେ୍ର୍ଦଶକ ସବ୍ୟସାଚୀ ମହାପାତ୍ରଙ୍କ ସୂଚନା । ହିନ୍ଦୀ ଓ ଓଡିଆ ସିନେମାରେ ଖ୍ୟାତି ଅର୍ଜନ କରିଥିଲେ ସାଧୁ । ଅଙ୍କୁର, ମୃଗୟା, ଭୁବନ ସୋମ୍, ମନ୍ଥନରେ ସାଧୁ ମେହେରଙ୍କ ନିଖୁଣ ଅଭିନୟର ଛାପ।
୧୯୬୯ରେ ରିଲିଜ୍ ହୋଇଥିବା ମୃଣାଳ ସେନଙ୍କ ହିନ୍ଦୀ ଫିଲ୍ମ ଭୁବନ ସୋମ ଥିଲା ସାଧୁ ମେହେରଙ୍କ ପ୍ରଥମ ଫିଲ୍ମ। ୧୯୭୪ ମସିହାରେ ରିଲିଜ ହୋଇଥିଲା ତାଙ୍କ ଅଭିନୀତ ଫିଲ୍ମ ଅଙ୍କୁର। ଏହି ଫିଲ୍ମ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login