ଭୁବନେଶ୍ୱର : ଆନେ୍ଦାଳନ ସ୍ଥଗିତ ରଖିଲା ଅମଲା ସଂଘ । ୧୫ ଦିନ ପରେ ଅମଲା ଆନେ୍ଦାଳନ ସ୍ଥଗିତ । ଆନେ୍ଦାଳନ ସ୍ଥଗିତ ନେଇ ଅମଲା ସଂଘ ସଭାପତିଙ୍କ ସୂଚନା । ସରକାରଙ୍କ ପ୍ରତିଶ୍ରୁତି ପରେ ଅମଲା ଆନେ୍ଦାଳନ ସ୍ଥଗିତ । ଏଥି ସହ ବନ୍ୟା ସ୍ଥିତି ପୂଜା ପାର୍ବଣକୁ ଦୃଷ୍ଟିରେ ରଖି ମଧ୍ୟ ନିଷ୍ପତ୍ତି । ଆଜିଠୁ କାର୍ଯ୍ୟରେ ଯୋଗ ଦେବେ କର୍ମଚାରୀ ।ଗତ ୧୫ ଦିନ ହେବ ୧୦ ଦଫା ଦାବିରେ ଆନ୍ଦୋଳନ କରୁଥିଲେ ରାଜସ୍ବ ଅମଲା ସଂଘ । ଫଳରେ ଜମିଜମା କାମ ପାଇଁ ଆସୁଥିବା ଲୋକଙ୍କ ପାଇଁ ନାହିଁନଥିବା ସମସ୍ୟା ହେଉଥିଲା। ବାଧ୍ୟ ହାଇ କାର୍ୟ୍ୟାନୁଷ୍ଠାନ ନେବାକୁ ତାଗିଦ୍ କରିଥିଲା ରାଜସ୍ବ ଓ ବୀପର୍ୟ୍ୟନ ପରିଚାଳନା ବିଭାଗ । ଧାରଣାରେ ଥିବା ରାଜସ୍ବ କର୍ମଚାରୀଙ୍କ ଉପରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନେବାକୁ ଚେତାବନୀ ଦେଇଥିଲେ । ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିଲା ବିଭାଗ । ଛୁଟିରେ ଯାଇଥିବା ସମସ୍ତ କର୍ମଚାରୀଙ୍କ ତାଲିକା ଦେବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦେଇଥିଲେ । ଏହାସହ ସାମୁହିକ ଛୁଟିରେ ଯାଇଥିବା କର୍ମଚାରୀଙ୍କ ଉପରେ ଶୁଙ୍ଖଳାଗତ କାର୍ୟ୍ୟନୁଷ୍ଠାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲା ବିଭାଗ ।
ଅମଲା ଆନେ୍ଦାଳନ ସ୍ଥଗିତ, ଆଜିଠୁ କାର୍ଯ୍ୟରେ ଯୋଗ ଦେବେ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







