The Ultimate Managed Hosting Platform
ADVERTISEMENT

ଅମୃତସର ବିମାନବନ୍ଦରକୁ ବୋମା ଧମକ !

Facebook
Twitter
LinkedIn

ନୂଆଦିଲ୍ଲୀ : ଅମୃତସର ବିମାନକୁ ବୋମା ଧମକ । ସୋମବାର ସନ୍ଧ୍ୟାରେ ଘଟିଛି ଏହି ଘଟଣା । ଫୋନ କଲ ମାଧାମରେ ମିଳିଛି ଧମକ । ଧମକ ମିଳିବା ମାତ୍ରେ ବିମାନବନ୍ଦରରେ ଉତ୍ତେଜନା ପ୍ରକାଶ ପାଇଥିଲା । ଏହା ସହିତ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା । ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।ଅନ୍ୟପଟେ ସୁରକ୍ଷା ଏଜେନ୍ସି ସହିତ ବୋମା ନିଷ୍କ୍ରିୟକାରୀ ଦଳ ଏବଂ କୁକୁର ମଧ୍ୟ ତଦନ୍ତ ପ୍ରକ୍ରିୟାରେ ସାମିଲ ରହିଛନ୍ତି । ବର୍ତ୍ତମାନ ବିମାନବନ୍ଦରରେ ସାମାନ୍ୟ ପରିସ୍ଥିତିରେ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସୃଷ୍ଟି ହେଲା ଲଘୁଚାପ

ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ, ୨୭ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର : ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆଜି ସାରା...

ADVERTISEMENT
ନାଁ ନ ନେଇ ମମତାଙ୍କୁ ଟାର୍ଗେଟ, ଯିଏ କରିବ ସେ ଫଳ ଭୋଗିବ : ପ୍ରଭାତୀ

କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ , ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ : ପ୍ରଭାତୀ ପରିଡା

ଭୁବନେଶ୍ୱର : କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ । ସେମାନଙ୍କର କୈାଣସି ପ୍ରସ୍ତାବକୁ ଅଗ୍ରାହ୍ୟ କରନ୍ତୁ । ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ...

Login