The Ultimate Managed Hosting Platform
ADVERTISEMENT

ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ଜାମିନ

Facebook
Twitter
LinkedIn

ଭୁବନେଶ୍ୱର : ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ହାଇକୋର୍ଟରୁ ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ବ୍ଲାକମେଲିଂ ମାମଲାରେ ଜାମିନ ଦେଲେ ହାଇକୋର୍ଟ । ନୟାପଲ୍ଲୀ ଥାନାରେ ବ୍ଲାକମେଲିଂ ଅଭିଯୋଗ ହୋଇଥିଲା । ବ୍ଲାକମେଲିଂ ଅଭିଯୋଗ ଆଣିଥିଲେ ଅକ୍ଷୟ ପରିଜା । ମାମଲାରେ ଅର୍ଚ୍ଚନାଙ୍କୁ ଗିରଫ କରିଥିଲା ପୁଲିସ । ବ୍ଲାକମେଲିଂ ମାମଲାରେ ହାଇକୋର୍ଟ ଜାମିନ ଦେଇଛନ୍ତି । କେବଳ ଗୋଟିଏ ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ । ଅର୍ଚ୍ଚନାଙ୍କ ନାଁରେ ଏକାଧିକ ମାମଲା ରହିଛି । ଏକାଧିକ ମାମଲା ଯୋଗୁଁ ଜେଲରୁ ମୁକୁଳିବେନି ଅର୍ଚ୍ଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login