ପୁରୀ : ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର । ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଲା ହିଡେନ କ୍ୟାମେରା । ଚଷମାରେ ହିଡେନ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ । ପଶ୍ଚିମଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ଯିବା ପୂର୍ବରୁ ଜନୈକ ଭକ୍ତଙ୍କୁ ଅଟକ କଲେ ସୁରକ୍ଷାକର୍ମୀ । ଅଟକ ଭକ୍ତ ହେଉଛନ୍ତି ପଶ୍ଚିମବଙ୍ଗର ପ୍ରୀତିଶ ପାଲ୍ । ସିଂହଦ୍ଵାର ଥାନାରେ ଅଟକ ଅଛନ୍ତି । ଚଷମା ସହ ଫିଟିଂ କରିଥିଲେ ହିଡେନ୍ କ୍ୟାମେରା ।
ସେହିପରି ଗତକାଲି ଗୁଜୁରାଟର ଜଣେ ଭକ୍ତ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଧରାପଡିଥିଲେ। ଗିରଫ ବ୍ୟକ୍ତି ପୁରୀର ଏକ ହୋଟେଲରେ ଅବସ୍ଥାନ କରିବା ସହ ହୋଟେଲରେ ଥିବା ମୋବାଇଲ ଫୋନ୍ ଦ୍ଵାରା ହିଡେନ କ୍ୟାମେରା ଅପରେଟ କରିଥିଲେ । ସେ ଅଗଷ୍ଟ ୩ ତାରିଖରୁ ଉକ୍ତ ହୋଟେଲରେ ରହୁଥିଲେ । ଗତକାଲି ସିଂହଦ୍ଵାର ଥାନା ସବ ଇନ୍ସପେକ୍ଟର ଓ ଜେଟିପି ପୋଲିସ ତାଙ୍କୁ ଚିହ୍ନଟ କରି ଶ୍ରୀମନ୍ଦିର ସିଂହଦ୍ଵାର ଥାନା ପୋଲିସର ଜିମା ଦେଇଥିଲେ । ୧୦ ଦିନ ମଧ୍ୟରେ ତିନିଜଣଙ୍କ ଠାରୁ ହିଡେନ୍ କ୍ୟାମେରା ଜବତ ହୋଇସାରିଲାଣି ।
ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର : ପୁଣି ଧରାହେଲା ହିଡେନ କ୍ୟାମେରା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







