The Ultimate Managed Hosting Platform
ADVERTISEMENT

ଆଇଏଏସ ବିଷ୍ଣୁପଦଙ୍କ ଅଡୁଆ ବଢିଲା

Facebook
Twitter
LinkedIn

ଭୁବନେଶ୍ୱର : ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଡୁଆ ବଢିଲା । ହାଇକୋର୍ଟରେ ବିଷ୍ଣୁପଦଙ୍କ ଆବେଦନ ଖାରଜ । ୧୦ ଲକ୍ଷ ଲାଞ୍ଚ ଘଟଣାରେ ଘରେ ରେଡ କରିଥିଲା ସିବିଆଇ । ଓଡିଶା ବ୍ରିଜ ଆଣ୍ଡ କର୍ପୋରେସନ ଲାଞ୍ଚ ମାମଲାରେ ରେଡ କରିଥିଲା ସିବିଆଇ । ସିବିଆଇ ରେଡକୁ ବିରୋଧ କରି ହାଇକୋର୍ଟ ଯାଇଥିଲେ ବିଷ୍ଣୁପଦ । ପ୍ରାରମ୍ଭିକ ଶୁଣାଣିରେ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ । ତେବେ କିଛି ଦିନ ତଳେ ସକାଳୁ ସକାଳୁ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ କରିଥିଲା ସିବିଆଇ । ଟେଣ୍ଡର ଫିକ୍ସିଂ ଏବଂ ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନ୍ କମ୍ପାନିକୁ ଅହେତୁକ ଅନୁକମ୍ପା, ଏହାସହିତ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସିବିଆଇ ବିଷ୍ଣୁପଦଙ୍କ ଘରେ ରେଡ୍ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login