The Ultimate Managed Hosting Platform
ADVERTISEMENT

ଆଉ ନାହାନ୍ତି ପୋପ ଫ୍ରାନ୍ସିସ

Facebook
Twitter
LinkedIn

ନୂଆଦିଲ୍ଲୀ ; ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କ ପରଲୋକ । ନିମୋନିଆରେ ପୀଡିତ ହାେଇ ଚିକିତ୍ସାଧୀନ ଥିଲେ । ପ୍ରାୟ ୫ ସପ୍ତାହ ହେଲା ଚିକିତ୍ସାଧୀନ ଥିଲେ । ୮୮ ବର୍ଷରେ ପରଲୋକ ନେଇ ଭାଟିକାନ ସିଟି ପକ୍ଷରୁ ସୂଚନା । ପୋପ୍ ଫ୍ରାନ୍ସିସ୍ ଗୋଟେ ଦିନ ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭେନ୍ସଙ୍କ ସହିତ ସାକ୍ଷାତ କରିଥିଲେ । ତାଙ୍କ ମୃତ୍ୟୁରେ ସମଗ୍ର ଦୁନିଆର ଖ୍ରୀଷ୍ଟଧର୍ମାବଲମ୍ବୀ ଶୋକରେ ବୁଡିଛନ୍ତି ।ଗତ କିଛିଦିନ ତଳେ ବ୍ରୋଙ୍କାଇଟିସରେ ପୀଡିତ ଥିବାରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା । ତେବେ ଇଷ୍ଟର ଶୁଭେଚ୍ଛା ଜଣାଇବା ପରେ ତାଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login