The Ultimate Managed Hosting Platform
ADVERTISEMENT

ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

Facebook
Twitter
LinkedIn

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ଓଡିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଯାଜପୁର, କନ୍ଧମାଳ ଓ କଟକ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ, କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ କଟକରୁ ଲଢିବେ ଭର୍ତ୍ତୃହରି ମହତାବ । ତେବେ ଏହି ଲୋକସଭା ଆସନ ସହ ବିଜେପି ରାଜ୍ୟରେ ସମସ୍ତ ୨୧ ଲୋକସଭା ଆସନ ପାଇଁ ନିଜ ପ୍ରାର୍ଥୀ ଘୋଷଣା କରିସାରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login