The Ultimate Managed Hosting Platform
ADVERTISEMENT

ଆଉ ୫ ଦିନ ବର୍ଷିବ !

Facebook
Twitter
LinkedIn

ଭୁବନେଶ୍ୱର : ଆଗାମୀ ୫ ଦିନ ପ ର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା । ୨୬ରେ ପଶ୍ଚିମା ଝଡ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷିବ । ଗଂଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ ଜିଲ୍ଲାରେ ବର୍ଷା ସମ୍ଭାବନା । ପୁରୀ ସମେତ ପାଶ୍ୱବର୍ତ୍ତୀ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ୨୭ରେ ୧୧ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login