ବରଗଡ : ଆଖି ବୁଜିଲେ ବରଗଡର ଅର୍ଦ୍ଧଦଗ୍ଧ ନାବାଳିକା । ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ବରଗଡରୁ ସଂକଟାପନ୍ନ ଅବସ୍ଥାରେ ବୁର୍ଲା ଅଣାଯାଇଥିଲା । ଫିରିଙ୍ଗିମାଲ ଗାଁରୁ ଅଦ୍ଧଦଗ୍ଧ ଅବସ୍ତାରେ ଉଦ୍ଧାର ହୋଇଥିଲେ ।
ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର ଅବସ୍ଥାରେ ଫୁଟବଲ୍ ପଡ଼ିଆରୁ ଛାତ୍ରୀ ଉଦ୍ଧାର। ଛାତ୍ରୀ ଜଣକ ମାମୁ ଘରେ ରହି ୮ମ ଶ୍ରେଣୀରେ ପାଠ ପଢ଼ୁଥିଲେ । କେମିତି ନାବାଳିକା ଜଳିଗଲେ କାରଣ ଅସ୍ପଷ୍ଟ ରହିଛି। ନିଜେ ଜଳିଯାଇଛନ୍ତି ନା ତାଙ୍କୁ କିଏ ଜାଳିଦେଇଛି ସେନେଇ କାରଣ ଅସ୍ପଷ୍ଟ ରହିଛି। ଗୁରୁତର ଅବସ୍ଥାରେ ନାବାଳିକା ଜଣଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
Views: 153











