The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ଆପଣଙ୍କ ରାଶିରେ (ତା.୦୨-୦୫-୨୦୨୩ ରିଖ ମଙ୍ଗଳବାର)

Facebook
Twitter
LinkedIn

ମେଷ: ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ ରହିବା କାରଣରୁ ମାନସିକ ଅସ୍ଥିରତା ଦେଖାଦେଇପାରେ । ଭାଇ ଭାଇ ମଧ୍ୟରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୁବିବାଦ ଦେଖାଦେଇ ପାରେ ।
ମାଙ୍ଗଳିକ କାମର ତର୍ଜମା କରି ସ୍ଥିର ସିଦ୍ଧାନ୍ତରେ ଉପନୀତ ହୋଇପାରନ୍ତି।

ବୃଷ: ପ୍ରତ୍ୟେକ ଦିଗରୁ ଆଜି ଦିନର କାମ ସମାପନ କରିପାରିବେ । କାର୍ଯ୍ୟବ୍ୟସ୍ତତା ଯୋଗୁଁ ମନ ଖୁସୀ କରିବାର ଅବସର ପାଇବେ ନାହିଁ। ପାରିବାରିକ କ୍ଷେତ୍ରରେ କୈାଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।

ମିଥୁନ: ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । ବନ୍ଧୁଙ୍କ ପରାମର୍ଶରେ କୈାଣସି ନୂତନ ଯୋଜନା ଆରମ୍ଭ କରି ପାରନ୍ତି। ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇ ପାରନ୍ତି ।

କର୍କଟ: ପାରଷ୍ପରିକ ଉତମ ବୁଝାମଣା ହେତୁ ପରିବାର ଭିତରେ ସୌହାଦ୍ଦ୍ୟତା ମଧ୍ୟରେ କାମ କରିବେ । ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ ।
ନିଜର ସାଧ୍ୟାନୁସାରେ ସାହାଯ୍ୟ କରି ମଧ୍ୟ ଭାଇଙ୍କ ଅଭାବ ଅସୁବିଧାକୁ ଦୂରକରିବେ ।

ସି˚ହ: ଆର୍ଥିକସ୍ଥିତି ଭଲ ନରହିବା କାରଣରୁ କୈାସଣସି କାମରେ ଅଗ୍ରଗତି କରିପାରିବେନାହିଁ । ବ୍ୟବସାୟିକସ୍ଥିତି ମନ୍ଦ ନହେଲେ ମଧ୍ୟ ଆଶାନୁସାରେ ବିଶେଷଲାଭ ହେବନାହିଁ । ପାରିବାରିକ ସ୍ଥିତି ମନ୍ଦ ନହେଲେ ମଧ୍ୟ ଗତାନୁଗତିକ ରୀତିରେ ରହିବ ।

କନ୍ୟା: ବୁଝାମଣା ଅଭାବରୁ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ତାହାକୁ ଭୂଲ୍‌ ବୁଝିବେ । କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ସତର୍କ ରହିବା ଭଲ ।

ତୁଳା: ଅତୀତରେ ଶତ୍ରୁତା କରୁଥିବା ଲୋକଠାରୁ ମଧ୍ୟ କାମ ହାସଲ କରିନେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିବାର ଅଅଶଙ୍କା ରହିଛି ।

ବିଛା: ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। କୌଣସି ସମସ୍ୟା ମନକୁ ଗୋଳମାଳିଆ କରିଦେଇପାରେ । ଶତ୍ରୁମାନେ ସମସ୍ୟା ସୃଷ୍ଟି ଯୋଜନା କରିପାରନ୍ତି। ପରିବହନ କ୍ଷେତ୍ରରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ ।

ଧନୁ: କର୍ମକ୍ଷେତ୍ରରେ ପଦମର୍ଯ୍ୟଦା ବୃଦ୍ଧି ସଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ପାଇବେ । କୌଣସି ଶୁଭ କାମରେ ବନ୍ଧୁ, ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ନିର୍ମାଣାଧିନ କାଯ୍ୟ ସ୍ଥଗିତ ରହିପାରେ କିନ୍ତୁ ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ ।

ମକର: ସବୁ କଥାରେ ଆଗକୁ ନଯାଇ ପଛକୁ ରହି କାମ କରିବା ଭଲ ହେବ । କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର କିଛି କାମ କରାଇନେବା ସକାଶେ ଜିଦ୍‌ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହୋଇପାରେ ।

କୁମ୍ଭ: ବାକ୍‌ ଅସଂଯମତା ଯୋଗଁୁ ସୁସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି । ଯୋଗସାଧନା, ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇପାରନ୍ତି ।

ମୀନ: ବିଭିନ୍ନ ପ୍ରକାରର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରି ପାରନ୍ତି ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login