The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୦୩.୦୪.୨୦୨୩) ସୋମବାର

Facebook
Twitter
LinkedIn

ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ମନକୁ ଶାନ୍ତ ରଖିଲେ ଦିନଟି ଭଲରେ କଟିବ ।

ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ। ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ। ଦେହ ଓ ମନ ଭଲ ରହିବ ।

ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ। ଧନ ଲାଭର ଯୋଗ ରହିଛି ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। କଳା ଓ ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ। ଆୟ ବ୍ୟୟ ସମାନ ରହିବ ।

ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ। ମନ ସ୍ଥିର ରଖିଲେ ସମସ୍ତ କାର୍ଯ୍ୟ ସଫଳ ହେବ ।

କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ। ବ୍ୟସ୍ତତାରେ ଆଜି ଦିନଟି ଅତିବାହିତ କରିବେ ।

ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ବିଦ୍ୟର୍ଥୀ ମାନଙ୍କ ପାଇଁ ଶୁଭଫଳ ପ୍ରାପ୍ତି ହେବ ।

ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭର ଯୋଗ ରହିଛି ।

ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି ।

ମକର: ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ ।

କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ଫେରି ପାଇବେ । ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login