The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ଆପଣଙ୍କ ରାଶିରେ ତା.୩୧.୦୩.୨୦୨୩

Facebook
Twitter
LinkedIn

ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।

ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଦେହ ସହିତ ମନ ଭଲ ରହିବ ।

ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ ।

ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ ।

କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।

ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ ।

ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ । ଅଚାନକ ଧନଲାଭ ହେବ ।

ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି ।

ମକର: ଆପଣଙ୍କ ବ୍ୟବହାର ଦ୍ୱାରା ଲୋକମାନେ ପ୍ରଭାବିତ ହେବେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ ।

କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

ମୀନ: ବନ୍ଧୁ ସହ କଥାବାର୍ତା କଲେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login