The Ultimate Managed Hosting Platform
ADVERTISEMENT

ଆଜି ନିଳାଦ୍ରୀ ବିଜେ; ନୀଳକନ୍ଦରକୁ ଯିବେ ନୀଳାଦ୍ରିନାଥ

Facebook
Twitter
LinkedIn

ପୁରୀ: ଆଜି ନୀଳାଦ୍ରିବିଜେ । ନିଳକନ୍ଦରକୁ ଯିବେ ନିଳାଦ୍ରିନାଥ । ବଡଦାଣ୍ଡ ଛାଡି ଗୋଟି ପହଣ୍ଡିରେ ବଡଦେଉଳକୁ ଯିବେ ଶ୍ରୀଜିଉ । ମାନଭଂଜନ ପାଇଁ ମା ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇବେ କାଳିଆ ସାଆନ୍ତ । କାଲିଠୁ ରତ୍ନ ସିଂହାସନରେ ନୀତିକାନ୍ତି , ଭକ୍ତଙ୍କୁ ମିଳିବ ଅବଢା । ନୀଳାଦ୍ରି ବିଜେ ଦିନ ରଥ ଉପରେ ଠାକୁରମାନଙ୍କ ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧାଯାଇଥାଏ। ଏହାପରେ ସିଂହାସନ ମାଜଣା କରାଯାଇ ପହଣ୍ଡି ଆରମ୍ଭ ହୋଇଥାଏ।ଶ୍ରୀଗୁଣ୍ଡିଚା ଦିନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଧାଡ଼ି ପହଣ୍ଡିରେ ରଥକୁ ଅଣାଯାଉଥିବା ବେଳେ ନୀଳାଦ୍ରି ବିଜେରେ ଗୋଟି ପହଣ୍ଡି ହୋଇ ଶ୍ରୀବିଗ୍ରହମାନେ ରତ୍ନ ସିଂହାସନକୁ ଫେରିଥାନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login