The Ultimate Managed Hosting Platform
ADVERTISEMENT

ଆଜି ପୁଣି ରଥଟଣା, ଶରଧାବାଲିରେ ପହଁଚିଛି ୩ ରଥ

Facebook
Twitter
LinkedIn

ପୁରୀ : ଆଜି ସକାଳ ୯ଟା ୩୦ରେ ପୁଣି ରଥ ଟଣା ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା ରହିଛି । ମହାପ୍ରଭୁଙ୍କ ରଥକୁ ଟାଣି ନେଇଛନ୍ତି ଭକ୍ତ । ଶରଧାବାଲିରେ ପହଂଚିଛି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଜ୍ଝ ଆଉ ନନ୍ଦିଘୋଷ ରଥ ଏବେ ପହଂଚିଥିବାବେଳେ ପୂର୍ବରୁ ଗୁଣ୍ଡିଚା ମନ୍ଦିର ଆଗରେ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଂଚିଥିଲେ ଜ୍ଝ ଘଣ୍ଟ, ହୁଳହୁଳି ଓ ହରିବୋଲ ଶବ୍ଦରେ ଲକ୍ଷାଧିକ ଶ୍ରଦ୍ଧାଳୁ ରଥକୁ ଟାଣି ଟାଣି ମାଉସୀ ମା ମନ୍ଦିର ଯାଏଁ ନେଇଯାଇଥିଲେ ଜ୍ଝ ଉଲ୍ଲେଖ ଥାଉ କି ଯେ ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭରୁ ଭୀଷଣ ସମସ୍ୟା ଦେଖାଦେଇଥିଲା। ବାରମ୍ବାର ମୋଡ଼ ନେଇଥିଲା।ରଥ କର୍ଡନ୍ ଖାଲି କରାଯାଇପାରିଲା ନାହିଁ ଓ ରଥ ସାମନାରେ ହଜାର ହଜାର ଲୋକଙ୍କ ଭିଡ଼ ସ୍ଥିତିକୁ ଆହୁରି ଜଟିଳ କରିଦେଇଥିଲା। ସେହିପରି ସିଂହଦ୍ବାରରେ ଅଟକିଯାଇଥିଲା ମହାବାହୁଙ୍କ ରଥ। ବିଧିରକ୍ଷା ପାଇଁ ସନ୍ଧ୍ୟା ୭ଟା ୪୫ ମିନିଟ୍ରେ ରଥ ଟଣାଗଲା। ଚକେ ଗଡ଼ିଛି, ଆଉ ବନ୍ଦ ହୋଇଥିଲା ରଥଟଣା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଘୋଷଣା କରିଥିଲେ ଯେ ଶନିବାର ସକାଳ ସାଢ଼େ ୯ଟାରେ ରଥ ଟଣାଯିବ। ଆଉ ସେହି ଘୋଷଣା ମୁତାବକ ଆଜି ସକାଳେ ରଥଟଣା ଆରମ୍ଭ ହୋଇଥିଲା ଜ୍ଝ ଆଉ ଏବେ ଶରଧାବାଲିରେ ତିନି ରଥ ପହଞ୍ଚିସାରିଛନ୍ତି ଜ୍ଝ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login