The Ultimate Managed Hosting Platform
ADVERTISEMENT

ଆଜି ପୁରୀରେ ବସିବ ପଞ୍ଜିକା ସମୀକରଣ ବୈଠକ

Facebook
Twitter
LinkedIn

ପୁରୀ : ଆଜି ପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟରେ ଏହି ବୈଠକ ବସିବ । ବିଭିନ୍ନ ପଞ୍ଜିକାରେ ତ୍ରୁଟି ନେଇ ପୂର୍ବରୁ ବିବାଦ ଦେଖାଦେଇଛି । ତେବେ ଏହି ବୈଠକରେ ନୀତି ପ୍ରଶାସକଙ୍କ ସହ ପଞ୍ଜିକାର, ପୂଜାପଣ୍ଡା ଓ ମୁକ୍ତିମଣ୍ଡପ ସଦସ୍ୟ ଏହି ବୈଠକରେ ଉପସ୍ଥିତ ରହିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login