The Ultimate Managed Hosting Platform
ADVERTISEMENT

ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ । ବୈଠକରେ ପ୍ରାୟ ୨ ଦଶମିକ ୯ ଲକ୍ଷ କୋଟି ଟଙ୍କାର ବଜେଟ ପ୍ରସ୍ତାବ ଉପରେ ଅନୁମୋଦନ ଦିଆଯିବ। ଏହା ସହିତ ସରକାରଙ୍କ ୧୦୦ ଦିନିଆ କାର୍ୟ୍ୟ ଖସଡ଼ା ସମ୍ପର୍କରେ ଆଲୋଚନା ହେବ। ବୈଠକରେ ଏମଏସପି ବୃଦ୍ଧି, ସେପ୍ଟେମ୍ବରରୁ ସୁଭଦ୍ରା ଯୋଜନା ପ୍ରଚଳନ ଆଦି ସମ୍ପର୍କରେ ଆଲୋଚନା କରାଯିବ। ଦ୍ବିତୀୟ କ୍ୟାବିନେଟରେ ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା। ସେଥିରୁ ପୂର୍ବ ସରକାର ସମୟରେ ଗ୍ରହଣ କରାଯାଇଥିବା ମଜୁରୀ ବୃଦ୍ଧି, ଶିକ୍ଷକ ନିଯୁକ୍ତି ଆଦି ପ୍ରସଙ୍ଗ ଅନ୍ତର୍ଭୁକ୍ତ ଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login