The Ultimate Managed Hosting Platform
ADVERTISEMENT

ଆଜି ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ । ଭାରତର ପ୍ରଥମ ଆଇନ ମନ୍ତ୍ରୀ ଭୀମରାଓ ଆମ୍ବେଦକର ୧୮୯୧ ମସିହା ଏପ୍ରିଲ ୧୪ ତାରିଖରେ ଜନ୍ମ ନେଇଥିଲେ । ଭାରତୀୟ ସମ୍ବିଧାନର ପ୍ରଣେତା ତଥା ଭାରତରତ୍ନ ଆମ୍ବେଦକରଙ୍କୁ ସାରା ଦେଶ ଶ୍ରଦ୍ଧାଞ୍ଜଳି ଜଣାଉଛି । ଏହାସହ ତାଙ୍କର ଅବଦନାକୁ ମନେ ପକାଉଛି । ସମ୍ବିଧାନର ପ୍ରତିଷ୍ଠାତାଙ୍କ ଜୟନ୍ତୀରେ ଆଜି ରାଜଧାନୀ ସ୍ଥିତ ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିଜେପି ରାଜ୍ୟ ସଭାପତି ମନ ମୋହନ ସାମଲ, କଂଗ୍ରେସ ସଭାପତି ଶରତ ପଟ୍ଟନାୟକ, ଆମ ଆଦମୀ ପାର୍ଟିର ସଭାପତି ନିଶିକାନ୍ତ ମିଶ୍ରଙ୍କ ସହ ଅନେକ ସଂଗଠନ ଓ ସାଧାରଣ ଲୋକେ। ବାବା ସାହେବଙ୍କ ଜୀବନ ସମସ୍ତଙ୍କ ପାଇଁ ଉଦାହରଣ। ଦଳିତ, ନିଷ୍ପେସିତ, ଅବହେଳିତ ଶ୍ରେଣୀର ଲୋକମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ଏବଂ ସୁସ୍ଥ ସମାଜ ଗଠନରେ ତାଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login