The Ultimate Managed Hosting Platform
ADVERTISEMENT

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

Facebook
Twitter
LinkedIn

ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି । ଜ୍ୟେଷ୍ଠ ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login