The Ultimate Managed Hosting Platform
ADVERTISEMENT

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଙ୍କ ପତ୍ନୀ

Facebook
Twitter
LinkedIn

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା । ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ । ଅପରାହ୍ନ ୫ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ଏଥିପାଇଁ ଗତ ୧୧ ତାରିଖରେ ଇ-ମେଲ କରିଥିଲେ ସେ ମୁଖ୍ୟମନ୍ତ୍ରୀଙ୍କୁ ସମୟ ମାଗିଥିଲେ । ଏହାପରେ ମିନତିଙ୍କୁ ଭେଟିବାକୁ ସମୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସମୟରେ ମିନତି କ’ଣ କହିବେ ତାହା ସ୍ପଷ୍ଟ ହୋଇନାହିଁ । ତେବେ ସେ ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି କରିପାରନ୍ତି । ଆଜି ନବ ଦାସଙ୍କ ପରିବାରକୁ କ୍ରାଇମବ୍ରାଞ୍ଚ ଟିମ୍ ଦୀର୍ଘ ୭ ଘଣ୍ଟା ଧରି ବୟାନ ରେକର୍ଡ କରିଥିଲା । ଏହାପରେ ନବଙ୍କ ପୁଅ ବିଶାଲ ଦାସ କହିଥିଲେ,ସିବିଆଇ ତଦନ୍ତ ପାଇଁ ଚିଠି ପ୍ରସ୍ତୁତ ହୋଇ ରହିଛି । ଦୀର୍ଘ ଦୁଇବର୍ଷ ପରେ ବି ନବଦାସଙ୍କ ହତ୍ୟାର ରହସ୍ୟ ଉନ୍ମୋଚନ ହୋଇପାରିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login