ଭୁବନେଶ୍ୱର : ଆଜିବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ପୂର୍ତ୍ତ, ଜଳସମ୍ପଦ, ନଗର ଉନ୍ନୟନ ଏବଂ ଆଇନ ବିଭାଗର ପ୍ରସ୍ତାବ ଆସିପାରେ ବୋଲି ଅନୁମାନ କରାଯାଉଛି ।
ସେହିପରି ଗତକାଲି ସଚିବସ୍ତରୀୟ ବୈଠକ ଶେଷ ହୋଇଛି ।
Views: 76











