The Ultimate Managed Hosting Platform
ADVERTISEMENT

ଆଜି ଲାଗିହେଲା ବାବା ଧବଳେଶ୍ୱରଙ୍କ ପ୍ରିୟ ଭୋଗ ଗଜଭୋଗ |

Facebook
Twitter
LinkedIn

 ସୋମବାର ବଡସିଂହାର ବେଶ ସହିତ ରାଜରାଜେଶ୍ଵର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। ମଙ୍ଗଳ ଆଳତୀ ମଇଲମ ଆଦି ସମସ୍ତ ରୀତିନୀତି ହୋଇଛି। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଧବଳେଶ୍ଵରଙ୍କ ପାଖରେ ବାବାଙ୍କ ଅତି ପ୍ରିୟ ଗଜଭୋଗ ଓ ତରଣ ଲାଗି ହୋଇଛି। ଶୁଦ୍ଧପୂତ ଭାବେ ପ୍ରସ୍ତୁତ ହୋଇଥିବା ଏହି ଭୋଗକୁ ପାଇବା ପାଇଁ ଶ୍ରଦ୍ଧାଳୁମାନେ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ଅନ୍ୟପଟେ ନିର୍ଦ୍ଧାରିତ ସମୟ ଅନୁସାରେ ଧବଳେଶ୍ଵରଙ୍କ ପହଡ଼ ଖୋଲାଯାଇ ୧୦୮ ଗରା ପବିତ୍ର ଜଳରେ ମହାସ୍ନାନ କରାଯାଇଥିଲା।

ସେପଟେ ଧବଳେଶ୍ୱଙ୍କ ଭର୍ଚୁଆଲ ଦର୍ଶନ ପାଇଁ ମନ୍ଦିର ମୁଖ୍ୟରାସ୍ତା ଫାଟକ ପାଖରେ ଏଲଇଡି ସ୍କ୍ରିନ ବ୍ୟବସ୍ଥା ସହିତ ଓ ୟୁଟ୍ୟୁବ୍ ଲିଙ୍କ୍ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login