The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜିଠୁ ସଂସଦର ଶୀତ ଅଧିବେଶନ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୨୦ ଯାଏଁ ଚାଲିବ ଶୀତ ଅଧିବେଶନ । ଉପସ୍ଥାପନ ହେବ ୧୫ରୁ ଅଧିକ ବିଲ୍ । ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ବିରୋଧି ପ୍ରସ୍ତୁତ । ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ବିରୋଧି ପ୍ରସ୍ତୁତ । ଚଳିତ ଅଧିବେଶନରେ ୱାକଫ୍ ସଂଶୋଧନ ବିଲ୍ ସମେତ ମୋଟ ୧୬ଟି ବିଲ୍ ତାଲିକାଭୁକ୍ତ ହୋଇଥିବା ବେଳେ ମଣିପୁରରେ ଚାଲିଥିବା ଜାତିଗତ ହିଂସା ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ ପ୍ରସଙ୍ଗକୁ ଉଠାଇପାରନ୍ତି ବିରୋଧୀ।
ସଂସଦରେ ଆଦାନୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ପ୍ରସଙ୍ଗ ନେଇ ହଙ୍ଗାମା ହୋଇପାରେ। ଆଦାନୀ ପ୍ରସଙ୍ଗରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ମିଳିତ ସଂସଦୀୟ କମିଟି ଦ୍ୱାରା ଅଭିଯୋଗର ତଦନ୍ତ ଦାବି କରିଛନ୍ତି। ଶୀତ ଅଧିବେଶନ ପୂର୍ବରୁ ଗତକାଲି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login