The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହ ମାନଙ୍କ ଖସାପଡା ନୀତି ଯୋଗୁଁ ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ଦିଆଯାଇଛି ସୂଚନା ଦିଆଯାଇଛି। ଏହି ନୀତି ଦଇତାପତି ସେବକମାନଙ୍କ ଦ୍ବାରା ସମ୍ପାଦିତ ହେବ । ସେପଟେ ଆଜିଠୁ ଭକ୍ତ ମାନଙ୍କ ପାଇଁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଖୋଲିଛି। ପଶ୍ଚିମଦ୍ୱାର ଆଜି ଖୋଲିବା ପରେ ପୁରୀ ବାସିନ୍ଦା ପରଚିୟ ପତ୍ର ଦେଖାଇ ମନ୍ଦିରରେ ପ୍ରବେଶ କରି ଠାକୁର ଦର୍ଶନ କରିଛନ୍ତି । କରୋନା ମହାମାରୀ ସମୟରେ ସିଂହଦ୍ୱାର ଛଡ଼ା ଅନ୍ୟ ଦ୍ୱାରକୁ ବନ୍ଦ କରାଯାଇଥିଲା । କିନ୍ତୁ ମହାମାରୀ ପରେ ବି ଦ୍ୱାର ଖୋଲା ଯାଇନଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login